ORV
13. ଏହେତୁ ଆମ୍ଭେ ତୁମ୍ଭମାନଙ୍କୁ ଏହି ଦେଶରୁ, ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କ ପିତୃପୁରୁଷଗଣର ଅଜ୍ଞାତ ଏକ ଦେଶରେ ନିକ୍ଷେପ କରିବା; ଆଉ, ସେଠାରେ ତୁମ୍ଭେମାନେ ଦିବାରାତ୍ର ଅନ୍ୟ ଦେବଗଣର ସେବା କରିବ; କାରଣ ଆମ୍ଭେ ତୁମ୍ଭମାନଙ୍କୁ କିଛିମାତ୍ର ଅନୁଗ୍ରହ କରିବା ନାହିଁ ।
IRVOR
13. ଏହେତୁ ଆମ୍ଭେ ତୁମ୍ଭମାନଙ୍କୁ ଏହି ଦେଶରୁ, ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ଅଜ୍ଞାତ ଏକ ଦେଶରେ ନିକ୍ଷେପ କରିବା; ଆଉ, ସେଠାରେ ତୁମ୍ଭେମାନେ ଦିବାରାତ୍ର ଅନ୍ୟ ଦେବଗଣର ସେବା କରିବ; କାରଣ ଆମ୍ଭେ ତୁମ୍ଭମାନଙ୍କୁ କିଛିମାତ୍ର ଅନୁଗ୍ରହ କରିବା ନାହିଁ।”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN