ORV
4. ସେମାନେ ଅତି ଯନ୍ତ୍ରଣାଦାୟକ ମୃତ୍ୟୁରେ ପ୍ରାଣତ୍ୟାଗ କରିବେ; ସେମାନଙ୍କ ନିମନ୍ତେ ବିଳାପ କରାଯିବ ନାହିଁ, କିଅବା ସେମାନଙ୍କୁ କବର ଦିଆଯିବ ନାହିଁ, ସେମାନେ ଭୂମି ଉପରେ ଖତ ପରି ହେବେ; ଆଉ, ସେମାନେ ଖଡ଼୍ଗ ଓ ଦୁର୍ଭିକ୍ଷ ଦ୍ଵାରା ସଂହାରିତ ହେବେ; ପୁଣି, ସେମାନଙ୍କର ଶବ ଆକାଶ-ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ ।
IRVOR
4. “ସେମାନେ ଅତି ଯନ୍ତ୍ରଣାଦାୟକ ମୃତ୍ୟୁୁରେ ପ୍ରାଣତ୍ୟାଗ କରିବେ; ସେମାନଙ୍କ ନିମନ୍ତେ ବିଳାପ କରାଯିବ ନାହିଁ, କିଅବା ସେମାନଙ୍କୁ କବର ଦିଆଯିବ ନାହିଁ, ସେମାନେ ଭୂମି ଉପରେ ଖତ ପରି ହେବେ; ଆଉ, ସେମାନେ ଖଡ୍ଗ ଓ ଦୁର୍ଭିକ୍ଷ ଦ୍ୱାରା ସଂହାରିତ ହେବେ; ପୁଣି, ସେମାନଙ୍କର ଶବ ଆକାଶ ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ।”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN