ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ORV
13. ପୁଣି ସେହି ଦେଶୀୟ ଲୋକମାନଙ୍କ କର୍ଣ୍ଣଗୋଚରରେ ଇଫ୍ରୋଣକୁ କହିଲେ, ଆପଣ ଯେବେ ମୋତେ ତାହା ଦେବେ, ତେବେ ନିବେଦନ କରୁଅଛି, ମୋʼ କଥା ଶୁଣନ୍ତୁ; ମୁଁ ସେହି କ୍ଷେତ୍ରର ମୂଲ୍ୟ ଦେଉଅଛି, ଆପଣ ତାହା ଗ୍ରହଣ କରନ୍ତୁ; ତହିଁ ଉତ୍ତାରେ ମୁଁ ସେହି ସ୍ଥାନରେ ମୋର ମୃତକୁ କବର ଦେବି ।

IRVOR
13. ପୁଣି, ସେହି ଦେଶୀୟ ଲୋକମାନଙ୍କ କର୍ଣ୍ଣଗୋଚରରେ ଇଫ୍ରୋଣକୁ କହିଲେ, “ଆପଣ ଯଦି ମୋତେ ତାହା ଦେବେ, ତେବେ ନିବେଦନ କରୁଅଛି, ମୋ’ କଥା ଶୁଣନ୍ତୁ; ମୁଁ ସେହି କ୍ଷେତ୍ରର ମୂଲ୍ୟ ଦେଉଅଛି, ଆପଣ ତାହା ଗ୍ରହଣ କରନ୍ତୁ; ତହିଁ ଉତ୍ତାରେ ମୁଁ ସେହି ସ୍ଥାନରେ ମୋର ଭାର୍ଯ୍ୟାର ମୃତ ଦେହକୁ କବର ଦେବି।”





Total Verses, Current Verse 13 of Total Verses 0
  • ପୁଣି ସେହି ଦେଶୀୟ ଲୋକମାନଙ୍କ କର୍ଣ୍ଣଗୋଚରରେ ଇଫ୍ରୋଣକୁ କହିଲେ, ଆପଣ ଯେବେ ମୋତେ ତାହା ଦେବେ, ତେବେ ନିବେଦନ କରୁଅଛି, ମୋʼ କଥା ଶୁଣନ୍ତୁ; ମୁଁ ସେହି କ୍ଷେତ୍ରର ମୂଲ୍ୟ ଦେଉଅଛି, ଆପଣ ତାହା ଗ୍ରହଣ କରନ୍ତୁ; ତହିଁ ଉତ୍ତାରେ ମୁଁ ସେହି ସ୍ଥାନରେ ମୋର ମୃତକୁ କବର ଦେବି ।
  • IRVOR

    ପୁଣି, ସେହି ଦେଶୀୟ ଲୋକମାନଙ୍କ କର୍ଣ୍ଣଗୋଚରରେ ଇଫ୍ରୋଣକୁ କହିଲେ, “ଆପଣ ଯଦି ମୋତେ ତାହା ଦେବେ, ତେବେ ନିବେଦନ କରୁଅଛି, ମୋ’ କଥା ଶୁଣନ୍ତୁ; ମୁଁ ସେହି କ୍ଷେତ୍ରର ମୂଲ୍ୟ ଦେଉଅଛି, ଆପଣ ତାହା ଗ୍ରହଣ କରନ୍ତୁ; ତହିଁ ଉତ୍ତାରେ ମୁଁ ସେହି ସ୍ଥାନରେ ମୋର ଭାର୍ଯ୍ୟାର ମୃତ ଦେହକୁ କବର ଦେବି।”
Total Verses, Current Verse 13 of Total Verses 0
×

Alert

×

oriya Letters Keypad References