ORV
14. ପୁଣି, ତୁମ୍ଭେମାନେ ବାବିଲ ରାଜାର ଦାସ୍ୟକର୍ମ କରିବ ନାହିଁ ବୋଲି ଯେଉଁ ଭବିଷ୍ୟଦ୍ବକ୍ତାମାନେ ତୁମ୍ଭମାନଙ୍କୁ କହନ୍ତି, ସେମାନଙ୍କ ବାକ୍ୟରେ ମନୋଯୋଗ କର ନାହିଁ ଯେହେତୁ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ।
IRVOR
14. ପୁଣି, ତୁମ୍ଭେମାନେ ବାବିଲ ରାଜାର ଦାସ୍ୟକର୍ମ କରିବ ନାହିଁ ବୋଲି ଯେଉଁ ଭବିଷ୍ୟଦ୍ବକ୍ତାମାନେ ତୁମ୍ଭମାନଙ୍କୁ କହନ୍ତି, ସେମାନଙ୍କ ବାକ୍ୟରେ ମନୋଯୋଗ କର ନାହିଁ; ଯେହେତୁ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN