ORV
16. ଆହୁରି, ମୁଁ ଯାଜକମାନଙ୍କୁ ଓ ଏହି ସମସ୍ତ ଲୋକଙ୍କୁ କହିଲି, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭମାନଙ୍କର ଯେଉଁ ଭବିଷ୍ୟଦ୍ବକ୍ତାମାନେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କହନ୍ତି, ଦେଖ, ସଦାପ୍ରଭୁଙ୍କ ଗୃହର ପାତ୍ରସକଳ ଅଳ୍ପ କାଳ ମଧ୍ୟରେ ବାବିଲରୁ ଅଣାଯିବ, ତୁମ୍ଭେମାନେ ସେମାନଙ୍କ କଥାରେ ମନୋଯୋଗ କର ନାହିଁ; କାରଣ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ।
IRVOR
16. ଆହୁରି, ମୁଁ ଯାଜକମାନଙ୍କୁ ଓ ଏହି ସମସ୍ତ ଲୋକଙ୍କୁ କହିଲି, “ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭମାନଙ୍କର ଯେଉଁ ଭବିଷ୍ୟଦ୍ବକ୍ତାମାନେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କହନ୍ତି, ‘ଦେଖ, ସଦାପ୍ରଭୁଙ୍କ ଗୃହର ପାତ୍ରସକଳ ଅଳ୍ପ କାଳ ମଧ୍ୟରେ ବାବିଲରୁ ଅଣାଯିବ,’ ତୁମ୍ଭେମାନେ ସେମାନଙ୍କ କଥାରେ ମନୋଯୋଗ କର ନାହିଁ; କାରଣ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN