ORV
14. କିନ୍ତୁ ଯୀଶୁ ବିଶ୍ରାମବାରରେ ସୁସ୍ଥ କରିବାରୁ ସମାଜଗୃହର ଅଧ୍ୟକ୍ଷ ବିରକ୍ତ ହୋଇ ଲୋକସମୂହକୁ ଉତ୍ତର ଦେଲେ, କର୍ମ କରିବା ନିମନ୍ତେ ଛଅ ଦିନ ଅଛି, ଏଣୁ ସେହିସବୁ ଦିନରେ ଆସି ସୁସ୍ଥ ହୁଅ, ବିଶ୍ରାମବାରରେ ଆସ ନାହିଁ ।
IRVOR
14. କିନ୍ତୁ ଯୀଶୁ ବିଶ୍ରାମବାରରେ ସୁସ୍ଥ କରିବାରୁ ସମାଜଗୃହର ମୁଖିଆ ବିରକ୍ତ ହୋଇ ଲୋକସମୂହକୁ ଉତ୍ତର ଦେଲେ, କର୍ମ କରିବା ନିମନ୍ତେ ଛଅ ଦିନ ଅଛି, ଏଣୁ ସେହି ସବୁ ଦିନରେ ଆସି ସୁସ୍ଥ ହୁଅ, ବିଶ୍ରାମବାରରେ ଆସ ନାହିଁ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN