ORV
10. ପୁଣି, ଭାଇମାନେ ଅବିଳମ୍ଵରେ ପାଉଲ ଓ ଶୀଲାଙ୍କୁ ରାତ୍ରିକାଳରେ ବେରୟାକୁ ପଠାଇଦେଲେ; ସେମାନେ ସେହି ସ୍ଥାନରେ ପହଞ୍ଚି ଯିହୁଦୀମାନଙ୍କ ସମାଜଗୃହକୁ ଗଲେ ।
IRVOR
10. ପୁଣି, ଭାଇମାନେ ଅବିଳମ୍ବରେ ପାଉଲ ଓ ଶୀଲାଙ୍କୁ ରାତି ସମୟରେ ବେରିୟାକୁ ପଠାଇଦେଲେ; ସେମାନେ ସେହି ସ୍ଥାନରେ ପହଞ୍ଚି ଯିହୂଦୀମାନଙ୍କ ସମାଜଗୃହକୁ ଗଲେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN