ORV
18. ସେଥିରେ ଏପିକୂରୀୟ ଓ ସ୍ତୋୟିକ କେତେକ ଦାର୍ଶନିକ ମଧ୍ୟ ତାଙ୍କ ସହିତ ବାଦାନୁବାଦ କରିବାକୁ ଲାଗିଲେ, ପୁଣି କେହି କେହି କହିଲେ, ଏ ବାଚାଳଟା କଅଣ କହିବାକୁ ଇଚ୍ଛା କରୁଅଛି? ଆଉ କେହି କେହି କହିଲେ, ସେ ଅଜଣା ଦେବତାମାନଙ୍କର ପ୍ରଚାରକ ହେଲା ପରି ଜଣାଯାଉଅଛି; କାରଣ ସେ ଯୀଶୁ ଓ ପୁନରୁତ୍ଥାନ ବିଷୟକ ସୁସମାଚାର ପ୍ରଚାର କରୁଥିଲେ ।
IRVOR
18. ସେଥିରେ ଏପିକୂୂରୀୟ ଓ ସ୍ତୋୟିକ କେତେକ ଦାର୍ଶନିକ ମଧ୍ୟ ତାହାଙ୍କ ସହିତ ବାଦାନୁବାଦ କରିବାକୁ ଲାଗିଲେ, ପୁଣି, କେହି କେହି କହିଲେ, ଏ ବାଚାଳଟା କ'ଣ କହିବାକୁ ଇଚ୍ଛା କରୁଅଛ ? ଆଉ କେହି କେହି କହିଲେ, ସେ ଅଜଣା ଦେବତାମାନଙ୍କର ପ୍ରଚାରକ ହେଲା ପରି ଜଣାଯାଉଅଛି; କାରଣ ସେ ଯୀଶୁ ଓ ପୁନରୁତ୍ଥାନ ବିଷୟକ ସୁସମାଚାର ପ୍ରଚାର କରୁଥିଲେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN