ORV
16. ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଅନେକ ଧୀବର ଅଣାଇବା, ତହିଁରେ ସେମାନେ ମତ୍ସ୍ୟ ପରି ସେମାନଙ୍କୁ ଧରିବେ; ପୁଣି, ତହିଁ ଉତ୍ତାରେ ଆମ୍ଭେ ଅନେକ ବ୍ୟାଧ ଅଣାଇବା, ତହିଁରେ ସେମାନେ ପ୍ରତ୍ୟେକ ପର୍ବତରୁ ଓ ପ୍ରତ୍ୟେକ ଉପପର୍ବତରୁ ଓ ଶୈଳର ଛିଦ୍ରରୁ ସେମାନଙ୍କୁ ଅନୁସନ୍ଧାନ କରି ଆଣିବେ ।
IRVOR
16. ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ଅନେକ ଧୀବର ଅଣାଇବା, ତହିଁରେ ସେମାନେ ମତ୍ସ୍ୟ ପରି ସେମାନଙ୍କୁ ଧରିବେ; ପୁଣି, ତହିଁ ଉତ୍ତାରେ ଆମ୍ଭେ ଅନେକ ବ୍ୟାଧ ଅଣାଇବା, ତହିଁରେ ସେମାନେ ପ୍ରତ୍ୟେକ ପର୍ବତରୁ ଓ ପ୍ରତ୍ୟେକ ଉପପର୍ବତରୁ ଓ ଶୈଳର ଛିଦ୍ରରୁ ସେମାନଙ୍କୁ ଅନୁସନ୍ଧାନ କରି ଆଣିବେ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN