ORV
36. ପୁଣି, ସେ ସେମାନଙ୍କୁ ଗୋଟିଏ ଦୃଷ୍ଟାନ୍ତ ମଧ୍ୟ କହିଲେ, କେହି ନୂଆ ଲୁଗାରୁ ତାଳି ଛିଣ୍ତାଇ ପୁରୁଣା ଲୁଗାରେ ପକାଏ ନାହିଁ; ପକାଇଲେ ସେ ନୂଆ ଖଣ୍ତିକ ଚିରିଦେବ, ପୁଣି ନୂଆ ଲୁଗାର ତାଳି ମଧ୍ୟ ପୁରୁଣା ସାଙ୍ଗରେ ମିଶିବ ନାହିଁ ।
IRVOR
36. ପୁଣି, ସେ ସେମାନଙ୍କୁ ଏକ ଦୃଷ୍ଟାନ୍ତ ମଧ୍ୟ କହିଲେ, କେହି ନୂଆ ଲୁଗାରୁ ତାଳି (କାନି) ଛିଣ୍ଡାଇ ପୁରୁଣା ଲୁଗାରେ ପକାଏ ନାହିଁ; ପକାଇଲେ ସେ ନୂଆ ଖଣ୍ଡିକ ଚିରିଦେବ, ପୁଣି, ନୂଆ ଲୁଗାର ତାଳିଟି (କାନି) ମଧ୍ୟ ପୁରୁଣା ସାଙ୍ଗରେ ମିଶିବ ନାହିଁ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN