ORV
14. କିନ୍ତୁ ତୁମ୍ଭେମାନେ ଯେତେବେଳେ ସେହି ଉତ୍ସନ୍ନକାରୀ ଘୃଣ୍ୟ ବସ୍ତୁକୁ, ଯେଉଁଠାରେ ଅବସ୍ଥିତ ହେବା ଉଚିତ ନୁହେଁ, ସେଠାରେ ଅବସ୍ଥିତ ଦେଖିବ (ପାଠକ ବୁଝନ୍ତୁ), ସେତେ-ବେଳେ ଯେଉଁମାନେ ଯିହୁଦା ପ୍ରଦେଶରେ ଥାଆନ୍ତି, ସେମାନେ ପର୍ବତମାଳାକୁ ପଳାଇଯାଉନ୍ତୁ;
IRVOR
14. (ମାଥିଉ 24:15-28; ଲୂକ 21:20-24) କିନ୍ତୁ ତୁମ୍ଭେମାନେ ଯେତେବେଳେ ସେହି ଧ୍ୱଂସକାରୀ ଘୃଣ୍ୟ ବସ୍ତୁକୁ, ଯେଉଁଠାରେ ଅବସ୍ଥିତ ହେବା ଉଚିତ ନୁହେଁ, ସେଠାରେ ଅବସ୍ଥିତ ଦେଖିବ (ପାଠକ ବୁଝନ୍ତୁ), ସେତେବେଳେ ଯେଉଁମାନେ ଯିହୂଦା ପ୍ରଦେଶରେ ଥାଆନ୍ତି, ସେମାନେ ପର୍ବତମାଳାକୁ ପଳାଇଯାଉନ୍ତୁ;
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN