ORV
20. କିନ୍ତୁ ପ୍ରଥମେ ଦାମାସ୍କସ୍ର ଓ ଯିରୂଶାଲମର ଲୋକମାନଙ୍କ ନିକଟରେ, ପରେ ଯିହୁଦା ପ୍ରଦେଶର ସମସ୍ତ ଅଞ୍ଚଳରେ, ପୁଣି ବିଜାତିମାନଙ୍କ ନିକଟରେ ମଧ୍ୟ ପ୍ରଚାର କରିବାକୁ ଲାଗିଲି, ଯେପରି ସେମାନେ ମନ ପରିବର୍ତ୍ତନ କରି ଈଶ୍ଵରଙ୍କ ପ୍ରତି ଫେରିଆସନ୍ତି ଓ ମନ ପରିବର୍ତ୍ତନର ଉପଯୁକ୍ତ କାର୍ଯ୍ୟ କରନ୍ତି ।
IRVOR
20. କିନ୍ତୁ ପ୍ରଥମେ ଦମ୍ମେସକର ଓ ଯିରୂଶାଲମର ଲୋକମାନଙ୍କ ନିକଟରେ, ପରେ ଯିହୂଦା ପ୍ରଦେଶର ସମସ୍ତ ଅଞ୍ଚଳରେ, ପୁଣି, ଅଣଯିହୂଦୀମାନଙ୍କ ନିକଟରେ ମଧ୍ୟ ପ୍ରଚାର କରିବାକୁ ଲାଗିଲି, ଯେପରି ସେମାନେ ମନ ପରିବର୍ତ୍ତନ କରି ଈଶ୍ୱରଙ୍କ ପ୍ରତି ଫେରିଆସନ୍ତି ଓ ମନପରିବର୍ତ୍ତନର ଉପଯୁକ୍ତ କାର୍ଯ୍ୟ କରନ୍ତି ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN