ORV
51. ହେ ଶକ୍ତଗ୍ରୀବ, ପୁଣି ଅସୁନ୍ନତି ହୃଦୟ ଓ କର୍ଣ୍ଣବିଶିଷ୍ଟ ଲୋକେ, ଆପଣମାନେ ସର୍ବଦା ପବିତ୍ର ଆତ୍ମାଙ୍କର ପ୍ରତିରୋଧ କରୁଅଛନ୍ତି; ଆପଣମାନଙ୍କର ପିତୃପୁରୁଷ-ମାନେ ଯେପରି, ଆପଣମାନେ ମଧ୍ୟ ସେହିପରି ।
IRVOR
51. ହେ ଦାମ୍ଭିକମାନେ ପୁଣି, ଅସୁନ୍ନତି ହୃଦୟ ଓ କର୍ଣ୍ଣ ବିଶିଷ୍ଟ ଲୋକେ, ଆପଣମାନେ ସର୍ବଦା ପବିତ୍ର ଆତ୍ମାଙ୍କର ପ୍ରତିରୋଧ କରୁଅଛନ୍ତି; ଆପଣମାନଙ୍କର ପିତୃପୁରୁଷମାନେ ଯେପରି ଆପଣମାନେ ମଧ୍ୟ ସେହିପରି ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN