ORV
17. ସେ ସମୟରେ ସେମାନଙ୍କ ପ୍ରତିକୂଳରେ ଆମ୍ଭର କ୍ରୋଧ ପ୍ରଜ୍ଵଳିତ ହେବ, ତେଣୁ ଆମ୍ଭେ ସେମାନଙ୍କୁ ତ୍ୟାଗ କରିବା ଓ ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଢାଙ୍କିବା, ତହିଁରେ ସେମାନେ ଗ୍ରାସିତ ହେବେ ଓ ସେମାନଙ୍କ ପ୍ରତି ଅନେକ ଅମଙ୍ଗଳ ଓ କ୍ଳେଶ ଘଟିବ; ତହୁଁ ସେସମୟରେ ସେମାନେ କହିବେ, ଆମ୍ଭମାନଙ୍କ ପରମେଶ୍ଵର ଆମ୍ଭମାନଙ୍କ ମଧ୍ୟରେ ନ ଥିବାରୁ କି ଏସବୁ ଅମଙ୍ଗଳ ଆମ୍ଭମାନଙ୍କୁ ଘଟୁ ନାହିଁ?
IRVOR
17. ସେ ସମୟରେ ସେମାନଙ୍କ ପ୍ରତିକୂଳରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହେବ, ତେଣୁ ଆମ୍ଭେ ସେମାନଙ୍କୁ ତ୍ୟାଗ କରିବା ଓ ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବା, ତହିଁରେ ସେମାନେ ଗ୍ରାସିତ ହେବେ ଓ ସେମାନଙ୍କ ପ୍ରତି ଅନେକ ଅମଙ୍ଗଳ ଓ କ୍ଳେଶ ଘଟିବ; ତହୁଁ ସେହି ସମୟରେ ସେମାନେ କହିବେ, “ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ମଧ୍ୟରେ ନ ଥିବାରୁ କି ଏହି ସବୁ ଅମଙ୍ଗଳ ଆମ୍ଭମାନଙ୍କୁ ଘଟୁ ନାହିଁ ?”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN