ORV
7. ଏଥିରେ ମୋଶା ଯିହୋଶୂୟଙ୍କୁ ଡାକି ସମୁଦାୟ ଇସ୍ରାଏଲଙ୍କ ସାକ୍ଷାତରେ ତାଙ୍କୁ କହିଲେ, ବଳବାନ ଓ ସାହସିକ ହୁଅ; ଯେହେତୁ ସଦାପ୍ରଭୁ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ସେମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଥିଲେ, ସେହି ଦେଶକୁ ତୁମ୍ଭେ ଏହି ଲୋକଙ୍କ ସହିତ ଯିବ; ଆଉ ତୁମ୍ଭେ ସେମାନଙ୍କୁ ତାହା ଅଧିକାର କରାଇବ ।
IRVOR
7. ଏଥିରେ ମୋଶା ଯିହୋଶୂୟଙ୍କୁ ଡାକି ସମୁଦାୟ ଇସ୍ରାଏଲଙ୍କ ସାକ୍ଷାତରେ ତାଙ୍କୁ କହିଲେ, “ବଳବାନ ଓ ସାହସିକ ହୁଅ; ଯେହେତୁ ସଦାପ୍ରଭୁ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ସେମାନଙ୍କ ପୂର୍ବପୁରୁଷମାନଙ୍କୁୁ ନିକଟରେ ଶପଥ କରିଥିଲେ, ସେହି ଦେଶକୁ ତୁମ୍ଭେ ଏହି ଲୋକଙ୍କ ସହିତ ଯିବ; ଆଉ ତୁମ୍ଭେ ସେମାନଙ୍କୁ ତାହା ଅଧିକାର କରାଇବ।”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN