ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆଦି ପୁସ୍ତକ
ORV
16. ତହିଁରେ ଯିହୁଦା କହିଲା, ଆମ୍ଭେମାନେ ପ୍ରଭୁଙ୍କ ଛାମୁରେ ଆଉ କି ଉତ୍ତର ଦେବୁ? ଆଉ କି କଥା କହିବୁ? ଅବା କିରୂପେ ଆପଣାମାନଙ୍କୁ ନିର୍ଦ୍ଦୋଷ କରିବୁ? ପରମେଶ୍ଵର ଆପଣଙ୍କ ଦାସମାନଙ୍କର ଅପରାଧ ପ୍ରକାଶ କରିଅଛନ୍ତି; ଦେଖନ୍ତୁ, ଆମ୍ଭେମାନେ ଓ ଯାହାଠାରୁ ତାଟିଆ ମିଳିଅଛି ସେ, ସମସ୍ତେ ହିଁ ପ୍ରଭୁଙ୍କର ଦାସ ହେଲୁ ।

IRVOR
16. ତହିଁରେ ଯିହୁଦା କହିଲା, “ଆମ୍ଭେମାନେ ପ୍ରଭୁଙ୍କ ଛାମୁରେ ଆଉ କି ଉତ୍ତର ଦେବୁ ? ଆଉ କି କଥା କହିବୁ ? ଅବା କିପରି ଆପଣାମାନଙ୍କୁ ନିର୍ଦ୍ଦୋଷ କରିବୁ ? ପରମେଶ୍ୱର ଆପଣଙ୍କ ଦାସମାନଙ୍କର ଅପରାଧ ପ୍ରକାଶ କରିଅଛନ୍ତି; ଦେଖନ୍ତୁ, ଆମ୍ଭେମାନେ ଓ ଯାହାଠାରୁ ତାଟିଆ ମିଳିଅଛି ସେ, ପୁଣି ଆମ୍ଭେ ସମସ୍ତେ ଆପଣଙ୍କ (ପ୍ରଭୁଙ୍କର) ଦାସ ହେବୁ।”



KJV

AMP

KJVP

YLT

ASV

WEB

NASB

ESV

RV

RSV

NKJV

MKJV

AKJV

NRSV

NIV

NIRV

NLT

MSG

GNB

NET

ERVEN



Notes

No Verse Added

Total 34 Verses, Current Verse 16 of Total Verses 34
  • ତହିଁରେ ଯିହୁଦା କହିଲା, ଆମ୍ଭେମାନେ ପ୍ରଭୁଙ୍କ ଛାମୁରେ ଆଉ କି ଉତ୍ତର ଦେବୁ? ଆଉ କି କଥା କହିବୁ? ଅବା କିରୂପେ ଆପଣାମାନଙ୍କୁ ନିର୍ଦ୍ଦୋଷ କରିବୁ? ପରମେଶ୍ଵର ଆପଣଙ୍କ ଦାସମାନଙ୍କର ଅପରାଧ ପ୍ରକାଶ କରିଅଛନ୍ତି; ଦେଖନ୍ତୁ, ଆମ୍ଭେମାନେ ଓ ଯାହାଠାରୁ ତାଟିଆ ମିଳିଅଛି ସେ, ସମସ୍ତେ ହିଁ ପ୍ରଭୁଙ୍କର ଦାସ ହେଲୁ ।
  • IRVOR

    ତହିଁରେ ଯିହୁଦା କହିଲା, “ଆମ୍ଭେମାନେ ପ୍ରଭୁଙ୍କ ଛାମୁରେ ଆଉ କି ଉତ୍ତର ଦେବୁ ? ଆଉ କି କଥା କହିବୁ ? ଅବା କିପରି ଆପଣାମାନଙ୍କୁ ନିର୍ଦ୍ଦୋଷ କରିବୁ ? ପରମେଶ୍ୱର ଆପଣଙ୍କ ଦାସମାନଙ୍କର ଅପରାଧ ପ୍ରକାଶ କରିଅଛନ୍ତି; ଦେଖନ୍ତୁ, ଆମ୍ଭେମାନେ ଓ ଯାହାଠାରୁ ତାଟିଆ ମିଳିଅଛି ସେ, ପୁଣି ଆମ୍ଭେ ସମସ୍ତେ ଆପଣଙ୍କ (ପ୍ରଭୁଙ୍କର) ଦାସ ହେବୁ।”
Total 34 Verses, Current Verse 16 of Total Verses 34
×

Alert

×

oriya Letters Keypad References