ORV
1. ଅନନ୍ତର ଯୋଷେଫ ଯାଇ ଫାରୋଙ୍କୁ ସମ୍ଵାଦ ଦେଇ କହିଲେ, ମୋʼ ପିତା ଓ ଭାଇମାନେ କିଣାନ ଦେଶରୁ ଆପଣା ଗୋମେଷାଦି ପଲ ପ୍ରଭୃତି ସର୍ବସ୍ଵ ନେଇ ଆସି ଅଛନ୍ତି; ଦେଖନ୍ତୁ, ସେମାନେ ଗୋଶନ ପ୍ରଦେଶରେ ଅଛନ୍ତି ।
IRVOR
1. ଏଥିଉତ୍ତାରେ ଯୋଷେଫ ଯାଇ ଫାରୋଙ୍କୁ ସମ୍ବାଦ ଦେଇ କହିଲେ, “ମୋ’ ପିତା ଓ ଭାଇମାନେ କିଣାନ ଦେଶରୁ ଆପଣା ଗୋମେଷାଦି ପଲ ପ୍ରଭୃତି ସର୍ବସ୍ୱ ନେଇ ଆସି ଅଛନ୍ତି; ଦେଖନ୍ତୁ, ସେମାନେ ଗୋଶନ ପ୍ରଦେଶରେ ଅଛନ୍ତି।”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN