ORV
12. ପୁଣି, ତୁମ୍ଭେମାନେ ତୁମ୍ଭମାନଙ୍କର ପିତୃପୁରୁଷ-ଗଣର ଅପେକ୍ଷା ଅଧିକ ମନ୍ଦ ଆଚରଣ କରିଅଛ; କାରଣ ଦେଖ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟାନ୍ତଃକରଣର ଅବାଧ୍ୟତାନୁସାରେ ଆଚରଣ କରୁଅଛ, ଆମ୍ଭ ବାକ୍ୟରେ ଅବଧାନ କରୁନାହଁ;
IRVOR
12. ପୁଣି, ତୁମ୍ଭେମାନେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣର ଅପେକ୍ଷା ଅଧିକ ମନ୍ଦ ଆଚରଣ କରିଅଛ; କାରଣ ଦେଖ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟାନ୍ତଃକରଣର ଅବାଧ୍ୟତାନୁସାରେ ଆଚରଣ କରୁଅଛ, ଆମ୍ଭ ବାକ୍ୟରେ ଅବଧାନ କରୁନାହଁ;
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN