ORV
28. ସଦାପ୍ରଭୁ କହନ୍ତି,ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ: ଯେଉଁମାନଙ୍କ ଗୋଷ୍ଠୀଙ୍କୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା, ମାତ୍ର ଆମ୍ଭେ ତୁମ୍ଭକୁ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ତୁମ୍ଭକୁ ବିବେଚନାପୂର୍ବକ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଅଦଣ୍ତିତ କରି ଛାଡ଼ିବା ନାହିଁ ।
IRVOR
28. ସଦାପ୍ରଭୁ କହନ୍ତି, “ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ: ଯେଉଁମାନଙ୍କ ମଧ୍ୟକୁ ଆମ୍ଭେ ତୁମ୍ଭକୁ ତଡ଼ି ଦେଇଅଛୁ, ସେହିସବୁ ଗୋଷ୍ଠୀଙ୍କୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା, ମାତ୍ର ଆମ୍ଭେ ତୁମ୍ଭକୁ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ତୁମ୍ଭକୁ ବିବେଚନାପୂର୍ବକ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଅଦଣ୍ଡିତ କରି ଛାଡ଼ିବା ନାହିଁ।”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN