ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଲୂକଲିଖିତ ସୁସମାଚାର
ORV
6. ସେଥିରେ ଯୀଶୁ ସେମାନଙ୍କ ସାଙ୍ଗରେ ଗଲେ । ସେ ଘରର ଅଳ୍ପ ଦୂରରେ ଉପସ୍ଥିତ ହୁଅନ୍ତେ, ଶତସେନାପତି ବନ୍ଧୁମାନଙ୍କୁ ପଠାଇ ତାହାଙ୍କୁ କହିଲେ, ପ୍ରଭୋ, କଷ୍ଟ କରନ୍ତୁ ନାହିଁ; କାରଣ ଆପଣ ଯେ ମୋʼ ଘରେ ପାଦ ପକାଇବେ, ମୁଁ ଏପରି ଯୋଗ୍ୟ ନୁହେଁ;

IRVOR
6. ସେଥିରେ ଯୀଶୁ ସେମାନଙ୍କ ସହିତ ଗଲେ । ସେ ଘରର ଅଳ୍ପ ଦୂରରେ ଉପସ୍ଥିତ ହୁଅନ୍ତେ, ଶତସେନାପତି ବନ୍ଧୁମାନଙ୍କୁ ପଠାଇ ତାହାଙ୍କୁ କହିଲେ, ପ୍ରଭୁ, କଷ୍ଟ କରନ୍ତୁ ନାହିଁ; କାରଣ ଆପଣ ଯେ ମୋ ଘରେ ପାଦ ପକାଇବେ, ମୁଁ ଏପରି ଯୋଗ୍ୟ ନୁହେଁ;



KJV

AMP

KJVP

YLT

ASV

WEB

NASB

ESV

RV

RSV

NKJV

MKJV

AKJV

NRSV

NIV

NIRV

NLT

MSG

GNB

NET

ERVEN



Notes

No Verse Added

Total 50 Verses, Current Verse 6 of Total Verses 50
  • ସେଥିରେ ଯୀଶୁ ସେମାନଙ୍କ ସାଙ୍ଗରେ ଗଲେ । ସେ ଘରର ଅଳ୍ପ ଦୂରରେ ଉପସ୍ଥିତ ହୁଅନ୍ତେ, ଶତସେନାପତି ବନ୍ଧୁମାନଙ୍କୁ ପଠାଇ ତାହାଙ୍କୁ କହିଲେ, ପ୍ରଭୋ, କଷ୍ଟ କରନ୍ତୁ ନାହିଁ; କାରଣ ଆପଣ ଯେ ମୋʼ ଘରେ ପାଦ ପକାଇବେ, ମୁଁ ଏପରି ଯୋଗ୍ୟ ନୁହେଁ;
  • IRVOR

    ସେଥିରେ ଯୀଶୁ ସେମାନଙ୍କ ସହିତ ଗଲେ । ସେ ଘରର ଅଳ୍ପ ଦୂରରେ ଉପସ୍ଥିତ ହୁଅନ୍ତେ, ଶତସେନାପତି ବନ୍ଧୁମାନଙ୍କୁ ପଠାଇ ତାହାଙ୍କୁ କହିଲେ, ପ୍ରଭୁ, କଷ୍ଟ କରନ୍ତୁ ନାହିଁ; କାରଣ ଆପଣ ଯେ ମୋ ଘରେ ପାଦ ପକାଇବେ, ମୁଁ ଏପରି ଯୋଗ୍ୟ ନୁହେଁ;
Total 50 Verses, Current Verse 6 of Total Verses 50
×

Alert

×

oriya Letters Keypad References