ORV
25. ପୁଣି, ସେ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କର ବିଶ୍ଵାସ କାହିଁ? କିନ୍ତୁ ସେମାନେ ଭୀତ ଓ ଚମତ୍କୃତ ହୋଇ ପରସ୍ପରକୁ କହିବାକୁ ଲାଗିଲେ, ଏ ତେବେ କିଏ ଯେ, ସେ ବାୟୁ ଓ ଜଳକୁ ସୁଦ୍ଧା ଆଦେଶ ଦିଅନ୍ତେ, ସେମାନେ ତାହାଙ୍କ ଆଜ୍ଞା ମାନନ୍ତି ।
IRVOR
25. ପୁଣି, ସେ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କର ବିଶ୍ୱାସ କାହିଁ ? କିନ୍ତୁ ସେମାନେ ଭୀତ ଓ ଚକିତ ହୋଇ ପରସ୍ପରକୁ କହିବାକୁ ଲାଗିଲେ, ଏ ତେବେ କିଏ ଯେ, ସେ ବାୟୁ ଓ ଜଳକୁ ସୁଦ୍ଧା ଆଦେଶ ଦିଅନ୍ତେ, ସେମାନେ ତାହାଙ୍କ ଆଜ୍ଞା ମାନନ୍ତି ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN