ORV
39. ମାତ୍ର ସେ ତାହାକୁ ବିଦାୟ କରି କହିଲେ, ତୁମ୍ଭ ଘରକୁ ବାହୁଡ଼ିଯାଅ, ପୁଣି ଈଶ୍ଵର ତୁମ୍ଭ ନିମନ୍ତେ ଯେ ଯେ କର୍ମ କରିଅଛନ୍ତି, ସେହିସବୁ ବର୍ଣ୍ଣନା କର । ସେଥିରେ ସେ ଚାଲିଯାଇ, ଯୀଶୁ ତାହା ନିମନ୍ତେ ଯେ ଯେ କର୍ମ କରିଥିଲେ, ସେହିସବୁ ନଗରଯାକ ଘୋଷଣା କରିବାକୁ ଲାଗିଲା ।
IRVOR
39. ମାତ୍ର ସେ ତାହାଙ୍କୁ ବିଦାୟ କରି କହିଲେ, ତୁମ୍ଭ ଘରକୁ ଫେରିଯାଅ, ପୁଣି, ଈଶ୍ୱର ତୁମ୍ଭ ନିମନ୍ତେ ଯେଉଁ ଯେଉଁ କର୍ମ କରିଅଛନ୍ତି ସେହି ସବୁ ବର୍ଣ୍ଣନା କର । ସେଥିରେ ସେ ଚାଲିଯାଇ, ଯୀଶୁ ତାହା ନିମନ୍ତେ ଯେଉଁ ଯେଉଁ କର୍ମ କରିଥିଲେ, ସେହି ସବୁ ନଗରଯାକ ଘୋଷଣା କରିବାକୁ ଲାଗିଲା । {ମୃତ ବାଳିକା ଜୀବିତ-ପ୍ରଦର ରୋଗଗ୍ରସ୍ତା ସୁସ୍ଥ} (ମାଥିଉ 9:18-26; ମାର୍କ 5:21-43)
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN