ORV
18. ଯୋହନଙ୍କର ଶିଷ୍ୟମାନେ ଓ ଫାରୂଶୀମାନେ ଉପବାସ କରୁଥିଲେ । ସେଥିରେ ସେମାନେ ଆସି ତାହାଙ୍କୁ କହିଲେ, ଯୋହନଙ୍କ ଶିଷ୍ୟମାନେ ଓ ଫାରୂଶୀ-ମାନଙ୍କର ଶିଷ୍ୟମାନେ ଉପବାସ କରନ୍ତି, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଉପବାସ କରନ୍ତି ନାହିଁ କାହିଁକି?
IRVOR
18. (ମାଥିଉ 9:14-17; ଲୂକ 5:33-39) ଯୋହନଙ୍କର ଶିଷ୍ୟମାନେ ଓ ଫାରୂଶୀମାନେ ଉପବାସ କରୁଥିଲେ। ସେଥିରେ ସେମାନେ ଆସି ତାହାଙ୍କୁ କହିଲେ, ଯୋହନଙ୍କ ଶିଷ୍ୟମାନେ ଓ ଫାରୂଶୀମାନଙ୍କର ଶିଷ୍ୟମାନେ ଉପବାସ କରନ୍ତି, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଉପବାସ କରନ୍ତି ନାହିଁ କାହିଁକି ?
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN