ORV
27. ଏଥିଉତ୍ତାରେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ କାଇସରୀଆ ଫିଲିପ୍ପୀ ଅଞ୍ଚଳର ଗ୍ରାମମାନଙ୍କୁ ପ୍ରସ୍ଥାନ କଲେ, ଆଉ ପଥ ମଧ୍ୟରେ ସେ ଆପଣା ଶିଷ୍ୟମାନଙ୍କୁ ପଚାରିବାକୁ ଲାଗିଲେ, ମୁଁ କିଏ ବୋଲି ଲୋକେ କଅଣ କହନ୍ତି?
IRVOR
27. (ମାଥିଉ 16:13-20; ଲୂକ 9:18-21) ଏଥିଉତ୍ତାରେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ କାଇସରିୟା ଫିଲିପ୍ପୀ ଅଞ୍ଚଳର ଗ୍ରାମମାନଙ୍କୁ ପ୍ରସ୍ଥାନ କଲେ, ଆଉ ପଥ ମଧ୍ୟରେ ଆପଣା ଶିଷ୍ୟମାନଙ୍କୁ ପଚାରିବାକୁ ଲାଗିଲେ, ମୁଁ କିଏ ବୋଲି ଲୋକେ କଅଣ କହନ୍ତି ?
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN