ORV
11. ମୁଁ ସିନା ତୁମ୍ଭମାନଙ୍କୁ ମନ ପରିବର୍ତ୍ତନ ନିମନ୍ତେ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋʼ ଉତ୍ତାରେ ଯେ ଆସୁଅଛନ୍ତି, ସେ ମୋʼଠାରୁ ଅଧିକ ଶକ୍ତିମାନ, ତାହାଙ୍କ ପାଦୁକା ବହନ କରିବା ପାଇଁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ ।
IRVOR
11. ମୁଁ ସିନା ତୁମ୍ଭମାନଙ୍କୁ ମନ ପରିବର୍ତ୍ତନ ନିମନ୍ତେ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋ ପରେ ଯେ ଆସୁଅଛନ୍ତି, ସେ ମୋଠାରୁ ଅଧିକ ଶକ୍ତିମାନ, ତାହାଙ୍କ ପାଦୁକା ବହନ କରିବା ପାଇଁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN