ORV
13. ପୁଣି ମୁଁ ସ୍ଵର୍ଗରୁ ଏହି ବାଣୀ ଶୁଣିଲି, ଲେଖ, ଯେଉଁମାନେ ଏଣିକି ପ୍ରଭୁଙ୍କଠାରେ ଥାଇ ମରନ୍ତି, ସେମାନେ ଧନ୍ୟ; ହଁ, ଆତ୍ମା କହୁଅଛନ୍ତି, ସେମାନେ ଆପଣା ଆପଣା ପରିଶ୍ରମରୁ ବିଶ୍ରାମ ପ୍ରାପ୍ତ ହେବେ, କାରଣ ସେମାନଙ୍କ କର୍ମ ସେମାନଙ୍କର ଅନୁବର୍ତ୍ତୀ ହେବ ।
IRVOR
13. ପୁଣି, ମୁଁ ସ୍ୱର୍ଗରୁ ଏହି ବାଣୀ ଶୁଣିଲି, ଲେଖ, ଯେଉଁମାନେ ଏଣିକି ପ୍ରଭୁଙ୍କଠାରେ ଥାଇ ମରନ୍ତି, ସେମାନେ ଧନ୍ୟ; ହଁ, ଆତ୍ମା କହୁଅଛନ୍ତି, ସେମାନେ ଆପଣା ଆପଣା ପରିଶ୍ରମରୁ ବିଶ୍ରାମ ପ୍ରାପ୍ତ ହେବେ, କାରଣ ସେମାନଙ୍କ କର୍ମ ସେମାନଙ୍କର ଅନୁବର୍ତ୍ତୀ ହେବ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN