ORV
27. ହଁ, ସେମାନେ ଏହା ଭଲ ମଣିଅଛନ୍ତି ସତ, ହେଲେ ସେମାନେ ସେମାନଙ୍କ ନିକଟରେ ଋଣୀ ମଧ୍ୟ ଅଟନ୍ତି; କାରଣ ଯଦି ବିଜାତିମାନେ ସେମାନଙ୍କ ଆତ୍ମିକ ବିଷୟର ସହଭାଗୀ ହୋଇଅଛନ୍ତି, ତେବେ ସେମାନେ ସାଂସାରିକ ବିଷୟରେ ମଧ୍ୟ ସେମାନଙ୍କର ସେବା କରିବା ନିମନ୍ତେ ଋଣୀ ।
IRVOR
27. ହଁ, ସେମାନେ ଏହା ଭଲ ମଣିଅଛନ୍ତି ସତ, ହେଲେ ସେମାନେ ସେମାନଙ୍କ ନିକଟରେ ଋଣୀ ମଧ୍ୟ ଅଟନ୍ତି; କାରଣ ଯଦି ଅଣଯିହୂଦୀମାନେ ସେମାନଙ୍କ ଆତ୍ମିକ ବିଷୟର ସହଭାଗୀ ହୋଇଅଛନ୍ତି, ତେବେ ସେମାନେ ସାଂସାରିକ ବିଷୟରେ ମଧ୍ୟ ସେମାନଙ୍କର ସେବା କରିବା ନିମନ୍ତେ ଋଣୀ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN