ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଏଜ୍ରା
ORV
22. କାରଣ ପଥ ମଧ୍ୟରେ ଶତ୍ରୁ ବିରୁଦ୍ଧରେ ଆମ୍ଭମାନଙ୍କର ସାହାଯ୍ୟ-କରଣାର୍ଥେ ରାଜାଙ୍କୁ ଏକ ଦଳ ସୈନ୍ୟ ଓ ଅଶ୍ଵାରୂଢ଼ ମାଗିବାକୁ ଆମ୍ଭର ଲଜ୍ଜାବୋଧ ହେଲା; ଯେହେତୁ ଯେଉଁମାନେ ଆମ୍ଭମାନଙ୍କ ପରମେଶ୍ଵରଙ୍କର ଅନ୍ଵେଷଣ କରନ୍ତି, ସେସମସ୍ତଙ୍କର ମଙ୍ଗଳ ନିମନ୍ତେ ସେମାନଙ୍କ ପ୍ରତି ତାହାଙ୍କ ହସ୍ତର ସହାୟତା ଅଛି; ମାତ୍ର ଯେଉଁମାନେ ତାହାଙ୍କୁ ପରିତ୍ୟାଗ କରନ୍ତି⇧, ସେସମସ୍ତଙ୍କ ପ୍ରତିକୂଳରେ ତାହାଙ୍କର ପରାକ୍ରମ ଓ କୋପ ଅଛି, ଏହି କଥା ଆମ୍ଭେମାନେ ରାଜାଙ୍କୁ କହିଥିଲୁ ।

IRVOR
22. କାରଣ ପଥ ମଧ୍ୟରେ ଶତ୍ରୁ ବିରୁଦ୍ଧରେ ଆମ୍ଭମାନଙ୍କର ସାହାଯ୍ୟ କରଣାର୍ଥେ ରାଜାଙ୍କୁ ଏକ ଦଳ ସୈନ୍ୟ ଓ ଅଶ୍ୱାରୂଢ଼ ମାଗିବାକୁ ଆମ୍ଭର ଲଜ୍ଜାବୋଧ ହେଲା; “ଯେହେତୁ ଯେଉଁମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରନ୍ତି, ସେସମସ୍ତଙ୍କର ମଙ୍ଗଳ ନିମନ୍ତେ ସେମାନଙ୍କ ପ୍ରତି ତାହାଙ୍କ ହସ୍ତର ସହାୟତା ଅଛି; ମାତ୍ର ଯେଉଁମାନେ ତାହାଙ୍କୁ ପରିତ୍ୟାଗ କରନ୍ତି, ସେସମସ୍ତଙ୍କ ପ୍ରତିକୂଳରେ ତାହାଙ୍କର ପରାକ୍ରମ ଓ କୋପ ଅଛି।” ଏହି କଥା ଆମ୍ଭେମାନେ ରାଜାଙ୍କୁ କହିଥିଲୁ।



KJV

AMP

KJVP

YLT

ASV

WEB

NASB

ESV

RV

RSV

NKJV

MKJV

AKJV

NRSV

NIV

NIRV

NLT

MSG

GNB

NET

ERVEN



Notes

No Verse Added

Total 36 Verses, Current Verse 22 of Total Verses 36
  • କାରଣ ପଥ ମଧ୍ୟରେ ଶତ୍ରୁ ବିରୁଦ୍ଧରେ ଆମ୍ଭମାନଙ୍କର ସାହାଯ୍ୟ-କରଣାର୍ଥେ ରାଜାଙ୍କୁ ଏକ ଦଳ ସୈନ୍ୟ ଓ ଅଶ୍ଵାରୂଢ଼ ମାଗିବାକୁ ଆମ୍ଭର ଲଜ୍ଜାବୋଧ ହେଲା; ଯେହେତୁ ଯେଉଁମାନେ ଆମ୍ଭମାନଙ୍କ ପରମେଶ୍ଵରଙ୍କର ଅନ୍ଵେଷଣ କରନ୍ତି, ସେସମସ୍ତଙ୍କର ମଙ୍ଗଳ ନିମନ୍ତେ ସେମାନଙ୍କ ପ୍ରତି ତାହାଙ୍କ ହସ୍ତର ସହାୟତା ଅଛି; ମାତ୍ର ଯେଉଁମାନେ ତାହାଙ୍କୁ ପରିତ୍ୟାଗ କରନ୍ତି⇧, ସେସମସ୍ତଙ୍କ ପ୍ରତିକୂଳରେ ତାହାଙ୍କର ପରାକ୍ରମ ଓ କୋପ ଅଛି, ଏହି କଥା ଆମ୍ଭେମାନେ ରାଜାଙ୍କୁ କହିଥିଲୁ ।
  • IRVOR

    କାରଣ ପଥ ମଧ୍ୟରେ ଶତ୍ରୁ ବିରୁଦ୍ଧରେ ଆମ୍ଭମାନଙ୍କର ସାହାଯ୍ୟ କରଣାର୍ଥେ ରାଜାଙ୍କୁ ଏକ ଦଳ ସୈନ୍ୟ ଓ ଅଶ୍ୱାରୂଢ଼ ମାଗିବାକୁ ଆମ୍ଭର ଲଜ୍ଜାବୋଧ ହେଲା; “ଯେହେତୁ ଯେଉଁମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରନ୍ତି, ସେସମସ୍ତଙ୍କର ମଙ୍ଗଳ ନିମନ୍ତେ ସେମାନଙ୍କ ପ୍ରତି ତାହାଙ୍କ ହସ୍ତର ସହାୟତା ଅଛି; ମାତ୍ର ଯେଉଁମାନେ ତାହାଙ୍କୁ ପରିତ୍ୟାଗ କରନ୍ତି, ସେସମସ୍ତଙ୍କ ପ୍ରତିକୂଳରେ ତାହାଙ୍କର ପରାକ୍ରମ ଓ କୋପ ଅଛି।” ଏହି କଥା ଆମ୍ଭେମାନେ ରାଜାଙ୍କୁ କହିଥିଲୁ।
Total 36 Verses, Current Verse 22 of Total Verses 36
×

Alert

×

oriya Letters Keypad References