ORV
15. ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ବୈରଭାବ ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକି ଆଘାତ କରିବ ।
IRVOR
15. ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି, ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ଶତ୍ରୁତା ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକୁ ଆଘାତ କରିବ।”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN