ORV
15. କାରଣ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଉତ୍ତର ଦିଗସ୍ଥ ରାଜ୍ୟସମୂହର ସମୁଦାୟ ଗୋଷ୍ଠୀଙ୍କୁ ଡାକିବା; ତହିଁରେ ସେମାନେ ଆସି ଯିରୂଶାଲମ ନଗର-ଦ୍ଵାରର ପ୍ରବେଶ-ସ୍ଥାନରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ପ୍ରାଚୀର ସମ୍ମୁଖରେ ଓ ଯିହୁଦାର ନଗରସମୂହର ସମ୍ମୁଖରେ ଆପଣା ଆପଣା ସିଂହାସନ ସ୍ଥାପନ କରିବେ ।
IRVOR
15. କାରଣ ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ଉତ୍ତର ଦିଗସ୍ଥ ରାଜ୍ୟସମୂହର ସମୁଦାୟ ଗୋଷ୍ଠୀଙ୍କୁ ଡାକିବା; ତହିଁରେ ସେମାନେ ଆସି ଯିରୂଶାଲମ ନଗର ଦ୍ୱାରର ପ୍ରବେଶ ସ୍ଥାନରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ପ୍ରାଚୀର ସମ୍ମୁଖରେ ଓ ଯିହୁଦାର ନଗରସମୂହର ସମ୍ମୁଖରେ ଆପଣା ଆପଣା ସିଂହାସନ ସ୍ଥାପନ କରିବେ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN