ORV
9. ତର୍ଶୀଶ୍ରୁ ପିଟା ରୂପାପାତ୍ର ଓ ଉଫସରୁ ସୁନା ଅଣାଯାଏ, ତାହା କାରିଗରର କର୍ମ ଓ ସ୍ଵର୍ଣ୍ଣକାରର ହସ୍ତନିର୍ମିତ; ସେମାନଙ୍କର ବସ୍ତ୍ର ନୀଳ ଓ ଧୂମ୍ରବର୍ଣ୍ଣ, ସେସବୁ ନିପୁଣ ଶିଳ୍ପକରମାନଙ୍କର କୃତକର୍ମ ।
IRVOR
9. ତର୍ଶୀଶ୍ରୁ ପିଟା ରୂପାପାତ୍ର ଓ ଉଫସରୁ ସୁନା ଅଣାଯାଏ, ତାହା କାରିଗରର କର୍ମ ଓ ସ୍ୱର୍ଣ୍ଣକାରର ହସ୍ତ ନିର୍ମିତ; ସେମାନଙ୍କର ବସ୍ତ୍ର ନୀଳ ଓ ଧୂମ୍ରବର୍ଣ୍ଣ, ସେସବୁ ନିପୁଣ ଶିଳ୍ପକରମାନଙ୍କର କୃତକର୍ମ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN