ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିରିମିୟ
ORV
5. ଯିରିମୀୟ ଫେରି ନ ଯାଉଣୁ ସେ ତାଙ୍କୁ କହିଲା, ତେବେ ତୁମ୍ଭେ ଶାଫନର ପୌତ୍ର ଅହୀକାମର ପୁତ୍ର ଗଦଲୀୟ ନିକଟକୁ ଫେରି ଯାଅ, ବାବିଲର ରାଜା ତାହାକୁ ଯିହୁଦାର ନଗରସମୂହର ଉପରେ ଶାସନକର୍ତ୍ତା ପଦରେ ନିଯୁକ୍ତ କରିଅଛି, ଆଉ ତୁମ୍ଭେ ଲୋକମାନଙ୍କ ମଧ୍ୟରେ ତାହା ସଙ୍ଗେ ବାସ କର; ଅବା ଯେକୌଣସି ସ୍ଥାନକୁ ଯିବା ପାଇଁ ତୁମ୍ଭକୁ ଉପଯୁକ୍ତ ଦିଶେ, ସେ ସ୍ଥାନକୁ ଯାଅ । ତହିଁରେ ପ୍ରହରୀବର୍ଗର ସେନାପତି ତାଙ୍କୁ ପାଥେୟ ଓ ପାରିତୋଷିକ ଦେଇ ବିଦାୟ କଲା ।

IRVOR
5. ଯିରିମୀୟ ଫେରି ନ ଯାଉଣୁ ନବୂଷରଦନ୍‍ ତାଙ୍କୁ କହିଲା, “ତେବେ ତୁମ୍ଭେ ଶାଫନ୍‍ର ପୌତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟ ନିକଟକୁ ଫେରି ଯାଅ, ବାବିଲର ରାଜା ତାହାକୁ ଯିହୁଦାର ନଗରସମୂହର ଉପରେ ଶାସନକର୍ତ୍ତା ପଦରେ ନିଯୁକ୍ତ କରିଅଛି, ଆଉ ତୁମ୍ଭେ ଲୋକମାନଙ୍କ ମଧ୍ୟରେ ତାହା ସଙ୍ଗେ ବାସ କର; ଅବା ଯେକୌଣସି ସ୍ଥାନକୁ ଯିବା ପାଇଁ ତୁମ୍ଭକୁ ଉପଯୁକ୍ତ ଦିଶେ, ସେ ସ୍ଥାନକୁ ଯାଅ।” ତହିଁରେ ପ୍ରହରୀବର୍ଗର ସେନାପତି ତାଙ୍କୁ ପାଥେୟ ଓ ପାରିତୋଷିକ ଦେଇ ବିଦାୟ କଲା।



KJV

AMP

KJVP

YLT

ASV

WEB

NASB

ESV

RV

RSV

NKJV

MKJV

AKJV

NRSV

NIV

NIRV

NLT

MSG

GNB

NET

ERVEN



Notes

No Verse Added

Total 16 Verses, Current Verse 5 of Total Verses 16
1 2 3 4 5 6 7 8 9 10 11 12 13
14 15 16
  • ଯିରିମୀୟ ଫେରି ନ ଯାଉଣୁ ସେ ତାଙ୍କୁ କହିଲା, ତେବେ ତୁମ୍ଭେ ଶାଫନର ପୌତ୍ର ଅହୀକାମର ପୁତ୍ର ଗଦଲୀୟ ନିକଟକୁ ଫେରି ଯାଅ, ବାବିଲର ରାଜା ତାହାକୁ ଯିହୁଦାର ନଗରସମୂହର ଉପରେ ଶାସନକର୍ତ୍ତା ପଦରେ ନିଯୁକ୍ତ କରିଅଛି, ଆଉ ତୁମ୍ଭେ ଲୋକମାନଙ୍କ ମଧ୍ୟରେ ତାହା ସଙ୍ଗେ ବାସ କର; ଅବା ଯେକୌଣସି ସ୍ଥାନକୁ ଯିବା ପାଇଁ ତୁମ୍ଭକୁ ଉପଯୁକ୍ତ ଦିଶେ, ସେ ସ୍ଥାନକୁ ଯାଅ । ତହିଁରେ ପ୍ରହରୀବର୍ଗର ସେନାପତି ତାଙ୍କୁ ପାଥେୟ ଓ ପାରିତୋଷିକ ଦେଇ ବିଦାୟ କଲା ।
  • IRVOR

    ଯିରିମୀୟ ଫେରି ନ ଯାଉଣୁ ନବୂଷରଦନ୍‍ ତାଙ୍କୁ କହିଲା, “ତେବେ ତୁମ୍ଭେ ଶାଫନ୍‍ର ପୌତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟ ନିକଟକୁ ଫେରି ଯାଅ, ବାବିଲର ରାଜା ତାହାକୁ ଯିହୁଦାର ନଗରସମୂହର ଉପରେ ଶାସନକର୍ତ୍ତା ପଦରେ ନିଯୁକ୍ତ କରିଅଛି, ଆଉ ତୁମ୍ଭେ ଲୋକମାନଙ୍କ ମଧ୍ୟରେ ତାହା ସଙ୍ଗେ ବାସ କର; ଅବା ଯେକୌଣସି ସ୍ଥାନକୁ ଯିବା ପାଇଁ ତୁମ୍ଭକୁ ଉପଯୁକ୍ତ ଦିଶେ, ସେ ସ୍ଥାନକୁ ଯାଅ।” ତହିଁରେ ପ୍ରହରୀବର୍ଗର ସେନାପତି ତାଙ୍କୁ ପାଥେୟ ଓ ପାରିତୋଷିକ ଦେଇ ବିଦାୟ କଲା।
Total 16 Verses, Current Verse 5 of Total Verses 16
1 2 3 4 5 6 7 8 9 10 11 12 13
14 15 16
×

Alert

×

oriya Letters Keypad References