ORV
1. ଅମ୍ମୋନ-ସନ୍ତାନଗଣର ବିଷୟ । ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲର କି ପୁତ୍ର ନାହିଁ? ତାହାର ଉତ୍ତରାଧିକାରୀ କି କେହି ନାହିଁ? ତେବେ ମିଲ୍କମ୍ କାହିଁକି ଗାଦର ଭୂମି ଅଧିକାର କରୁଅଛି ଓ ତାହାର ଲୋକମାନେ ତହିଁର ନଗରସମୂହରେ ବାସ କରୁଅଛନ୍ତି?
IRVOR
1. ଅମ୍ମୋନ ସନ୍ତାନଗଣର ବିଷୟ। ସଦାପ୍ରଭୁ ଏହି କଥା କହନ୍ତି, “ଇସ୍ରାଏଲର କି ପୁତ୍ର ନାହିଁ ? ତାହାର ଉତ୍ତରାଧିକାରୀ କି କେହି ନାହିଁ ? ତେବେ ମିଲ୍କମ୍ କାହିଁକି ଗାଦ୍ର ଭୂମି ଅଧିକାର କରୁଅଛି ଓ ତାହାର ଲୋକମାନେ ତହିଁର ନଗରସମୂହରେ ବାସ କରୁଅଛନ୍ତି ?”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN