ORV
19. ଆଉ, ତୁମ୍ଭେମାନେ ଯେତେବେଳେ କହିବ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର କିହେତୁ ଆମ୍ଭମାନଙ୍କ ପ୍ରତି ଏହିସବୁ କରିଅଛନ୍ତି, ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ତୁମ୍ଭେମାନେ ନିଜ ଦେଶରେ ଯେପରି ଆମ୍ଭକୁ ପରିତ୍ୟାଗ କରି ଅନ୍ୟ ଦେବତାଗଣର ସେବା କରିଅଛ, ସେପରି ତୁମ୍ଭେମାନେ ବିଦେଶରେ ବିଦେଶୀୟମାନଙ୍କର ସେବା କରିବ ।
IRVOR
19. ଆଉ, ତୁମ୍ଭେମାନେ ଯେତେବେଳେ କହିବ, “ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର କାହିଁକି ଆମ୍ଭମାନଙ୍କ ପ୍ରତି ଏହିସବୁ କରିଅଛନ୍ତି,” ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, “ତୁମ୍ଭେମାନେ ନିଜ ଦେଶରେ ଯେପରି ଆମ୍ଭକୁ ପରିତ୍ୟାଗ କରି ଅନ୍ୟ ଦେବତାଗଣର ସେବା କରିଅଛ, ସେପରି ତୁମ୍ଭେମାନେ ବିଦେଶରେ ବିଦେଶୀୟମାନଙ୍କର ସେବା କରିବ।”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN