ORV
18. ସେମାନେ ବସି ଭୋଜନ କରୁଥିବା ସମୟରେ ଯୀଶୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ, ଯେ କି ମୋʼ ସାଙ୍ଗରେ ଭୋଜନ କରୁଅଛି, ସେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ ।
IRVOR
18. ସେମାନେ ବସି ଭୋଜନ କରୁଥିବା ସମୟରେ ଯୀଶୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ, ଯେ କି ମୋ' ସାଙ୍ଗରେ ଭୋଜନ କରୁଅଛି, ସେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN