ORV
16. ହାୟ, ହାୟ, ମହାନଗରୀ, ସନ୍ତାପର ପାତ୍ରୀ । ତାହା ସୂକ୍ଷ୍ମ ବସ୍ତ୍ର, କୃଷ୍ଣଲୋହିତ ଓ ସିନ୍ଦୂରବର୍ଣ୍ଣ ବସ୍ତ୍ର ପରିହିତା ଥିଲା, ପୁଣି ସୁବର୍ଣ୍ଣ, ମଣି ଓ ମୁକ୍ତାରେ ଭୂଷିତା ଥିଲା ।
IRVOR
16. ହାୟ, ହାୟ, ମହାନଗରୀ, ସନ୍ତାପର ପାତ୍ରୀ । ତାହା ସୂକ୍ଷ୍ମ ବସ୍ତ୍ର, ବାଇଗଣୀ ରଙ୍ଗର ଓ ସିନ୍ଦୁରବର୍ଣ୍ଣ ବସ୍ତ୍ର ପରିହିତା ଥିଲା, ପୁଣି, ସୁବର୍ଣ୍ଣ, ମଣି ଓ ମୁକ୍ତାରେ ଭୂଷିତା ଥିଲା ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN