IRVOR
9. ଏହେତୁ ଜାଣ ଯେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର, କେବଳ ସେ ପରମେଶ୍ୱର ଅଟନ୍ତି; ସେ ବିଶ୍ୱସନୀୟ ପରମେଶ୍ୱର ଅଟନ୍ତି; ଯେଉଁମାନେ ତାହାଙ୍କୁ ପ୍ରେମ କରନ୍ତି ଓ ତାହାଙ୍କ ଆଜ୍ଞା ପାଳନ କରନ୍ତି, ସେମାନଙ୍କ ପକ୍ଷରେ ସେ ସହସ୍ର ପିଢ଼ି ପର୍ଯ୍ୟନ୍ତ ନିୟମ ଓ ଦୟା ରକ୍ଷା କରନ୍ତି।
ORV
9. ଏହେତୁ ଜାଣ ଯେ, ସଦାପ୍ରଭୁ ତୁମ୍ଭ ପରମେଶ୍ଵର, କେବଳ ସେ ପରମେଶ୍ଵର; ସେ ବିଶ୍ଵସନୀୟ ପରମେଶ୍ଵର; ଯେଉଁମାନେ ତାହାଙ୍କୁ ପ୍ରେମ କରନ୍ତି ଓ ତାହାଙ୍କ ଆଜ୍ଞା ପାଳନ କରନ୍ତି, ସେମାନଙ୍କ ପକ୍ଷରେ ସେ ସହସ୍ର ପୁରୁଷ ପର୍ଯ୍ୟନ୍ତ ନିୟମ ଓ ଦୟା ରକ୍ଷା କରନ୍ତି।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN