IRVOR
13. ପୁଣି, ସେ ବିନ୍ୟାମୀନ୍ ନାମକ ନଗର ଦ୍ୱାରରେ ଉପସ୍ଥିତ ହେବା ବେଳେ ସେଠାରେ ପ୍ରହରୀଗଣର ଜଣେ ଅଧ୍ୟକ୍ଷ ଥିଲା, ତାହାର ନାମ ଯିରୀୟ, ସେ ହନାନୀୟର ପୌତ୍ର ଶେଲିମୀୟର ପୁତ୍ର; ପୁଣି, ସେ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କୁ ଧରି କହିଲା, “ତୁମ୍ଭେ କଲ୍ଦୀୟମାନଙ୍କର ପକ୍ଷକୁ ଯାଉଅଛ।”
ORV
13. ପୁଣି, ସେ ବିନ୍ୟାମୀନ ନାମକ ନଗର-ଦ୍ଵାରରେ ଉପସ୍ଥିତ ହେବା ବେଳେ ସେଠାରେ ପ୍ରହରୀଗଣର ଜଣେ ଅଧ୍ୟକ୍ଷ ଥିଲା, ତାହାର ନାମ ଯିରୀୟ, ସେ ହନାନୀୟର ପୌତ୍ର ଶେଲିମୀୟର ପୁତ୍ର; ପୁଣି, ସେ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କୁ ଧରି କହିଲା, ତୁମ୍ଭେ କଲ୍ଦୀୟମାନଙ୍କର ପକ୍ଷକୁ ଯାଉଅଛ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN