IRVOR
1. ଏଥିଉତ୍ତାରେ ଯିହୁଦାର ରାଜା ସିଦିକୀୟଙ୍କ ରାଜତ୍ଵର ନବମ ବର୍ଷର ଦଶମ ମାସରେ ବାବିଲର ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମର ବିରୁଦ୍ଧରେ ଆସି ତାହା ଅବରୋଧ କଲେ;
ORV
1. ଅନନ୍ତର ଯିହୁଦାର ରାଜା ସିଦିକୀୟର ଅଧିକାରର ନବମ ବର୍ଷର ଦଶମ ମାସରେ ବାବିଲର ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମର ବିରୁଦ୍ଧରେ ଆସି ତାହା ଅବରୋଧ କଲେ;
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN