IRVOR
15. ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ ବଂଶ, ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଦୂରରୁ ଏକ ଗୋଷ୍ଠୀକୁ ଆଣିବା; ସେ ବଳବାନ ଗୋଷ୍ଠୀ, ପ୍ରାଚୀନ ଗୋଷ୍ଠୀ, ସେହି ଗୋଷ୍ଠୀର ଭାଷା ତୁମ୍ଭେ ଜାଣ ନାହିଁ, କିଅବା ସେମାନଙ୍କର କଥା ତୁମ୍ଭେ ବୁଝ ନାହିଁ।”
ORV
15. ସଦାପ୍ରଭୁ କହନ୍ତି, ହେ ଇସ୍ରାଏଲ-ବଂଶ, ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଦୂରରୁ ଏକ ଗୋଷ୍ଠୀକି ଆଣିବା; ସେ ବଳବାନ ଗୋଷ୍ଠୀ, ପ୍ରାଚୀନ ଗୋଷ୍ଠୀ, ସେ ଗୋଷ୍ଠୀର ଭାଷା ତୁମ୍ଭେ ଜାଣ ନାହିଁ, କିଅବା ସେମାନଙ୍କର କଥା ତୁମ୍ଭେ ବୁଝ ନାହିଁ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN