IRVOR
1. (ମାଥିଉ 28:1-10; ମାର୍କ 16:1-8; ଯୋହନ 20:1-10) ଆଉ ବିଶ୍ରାମବାରରେ ସେମାନେ ବିଧି ଅନୁସାରେ ବିଶ୍ରାମ କଲେ, କିନ୍ତୁ ସପ୍ତାହର ପ୍ରଥମ ଦିନର ଅତି ପ୍ରତ୍ୟୁଷରେ ସେମାନେ ସେମାନଙ୍କ ପ୍ରସ୍ତୁତ ସୁଗନ୍ଧିଦ୍ରବ୍ୟ ଘେନି ସମାଧି ନିକଟକୁ ଗଲେ ।
ORV
1. ଆଉ, ବିଶ୍ରାମବାରରେ ସେମାନେ ବିଧି ଅନୁସାରେ ବିଶ୍ରାମ କଲେ, କିନ୍ତୁ ସପ୍ତାହର ପ୍ରଥମ ଦିନର ଅତି ପ୍ରତ୍ୟୁଷରେ ସେମାନେ ସେମାନଙ୍କ ପ୍ରସ୍ତୁତ ସୁଗନ୍ଧିଦ୍ରବ୍ୟ ଘେନି ସମାଧି ନିକଟକୁ ଗଲେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN