IRVOR
8. ସେଥିରେ ସେମାନେ ବାହାରି ସମାଧି ନିକଟରୁ ପଳାଇଗଲେ, କାରଣ ସେମାନେ ଭୟରେ କମ୍ପୁଥିଲେ ଓ ଆଶ୍ଚର୍ଯ୍ୟ ହୋଇଥିଲେ, ପୁଣି, କାହାକୁ କିଛି କହିଲେ ନାହିଁ, ଯେଣୁ ସେମାନେ ଭୀତ ହୋଇଥିଲେ । (ମାଥିଉ 28:9,10; ଯୋହନ 20:11-18)
ORV
8. ସେଥିରେ ସେମାନେ ବାହାରି ସମାଧି ନିକଟରୁ ପଳାଇଗଲେ, କାରଣ ସେମାନେ ଭୟରେ କମ୍ପୁଥିଲେ ଓ ବିସ୍ମୟରେ ଅଭିଭୂତ ହୋଇଥିଲେ, ପୁଣି କାହାକୁ କିଛି କହିଲେ ନାହିଁ, ଯେଣୁ ସେମାନେ ଭୀତ ହୋଇଥିଲେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN