IRVOR
10. ତେବେ ସେ ମଧ୍ୟ, ଅମିଶ୍ରିତ ଭାବେ ପ୍ରସ୍ତୁତ କରାଯାଇଥିବା ଈଶ୍ୱରଙ୍କ କୋପରୂପ ସୁରା ପାନ କରିବ, ପୁଣି, ପବିତ୍ର ଦୂତଗଣଙ୍କ ଓ ମେଷଶାବକଙ୍କ ସାକ୍ଷାତରେ ଅଗ୍ନି ଓ ଗନ୍ଧକ ଦ୍ୱାରା ଯନ୍ତ୍ରଣା ପ୍ରାପ୍ତ ହେବ ।
ORV
10. ତେବେ ସେ ମଧ୍ୟ ଈଶ୍ଵରଙ୍କ କୋପରୂପ ଯେଉଁ ମଦିରା ଅମିଶ୍ରିତ ଭାବେ ତାହାଙ୍କ କ୍ରୋଧର ପାତ୍ରରେ ପ୍ରସ୍ତୁତ କରାଯାଇଅଛି, ତାହା ପାନ କରିବ ପୁଣି ପବିତ୍ର ଦୂତଗଣଙ୍କ ଓ ମେଷଶାବକଙ୍କ ସାକ୍ଷାତରେ ଅଗ୍ନି ଓ ଗନ୍ଧକ ଦ୍ଵାରା ଯନ୍ତ୍ରଣା ପ୍ରାପ୍ତ ହେବ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN