ORV
23. ତାଙ୍କ ଚାଳିଶ ବର୍ଷ ପୂର୍ଣ୍ଣ ହେଉଥିବା ସମୟରେ ଆପଣା ଭାଇମାନଙ୍କୁ, ଅର୍ଥାତ୍, ଇସ୍ରାଏଲ ସନ୍ତାନମାନଙ୍କୁ ସଂଖୋଳିବା ନିମନ୍ତେ ତାଙ୍କ ଇଚ୍ଛା ଜାତ ହେଲା ।
IRVOR
23. ତା'ଙ୍କୁ ଚାଳିଶ ବର୍ଷ ପୂର୍ଣ୍ଣ ହେଉଥିବା ସମୟରେ ଆପଣା ଭାଇମାନଙ୍କୁ, ଅର୍ଥାତ୍ ଇସ୍ରାଏଲ ସନ୍ତାନମାନଙ୍କୁ, ପରିଦର୍ଶନ କରିବା ନିମନ୍ତେ ତା'ଙ୍କ ଇଚ୍ଛା ଜାତ ହେଲା ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN