ORV
5. ଆଉ, ସେ ତାଙ୍କୁ ସେଥିରେ କୌଣସି ଅଧିକାର ଦେଲେ ନାହିଁ, ନା, ଏକ ପାଦ ପରିମିତ ଭୂମି ହିଁ ଦେଲେ ନାହିଁ, ପୁଣି ସେତେବେଳେ ତାଙ୍କର ସନ୍ତାନ ନ ଥିଲେ ସୁଦ୍ଧା ସେ ତାଙ୍କୁ ଓ ତାଙ୍କ ଭବିଷ୍ୟଦ୍ ବଂଶଧରକୁ ତାହା ଅଧିକାର କରିବା ନିମନ୍ତେ ଦେବେ ବୋଲି ପ୍ରତିଜ୍ଞା କଲେ ।
IRVOR
5. ଆଉ, ସେ ତାହାଙ୍କୁ ସେଥିରେ କୌଣସି ଅଧିକାର ଦେଲେ ନାହିଁ, ନା, ଏକ ପାଦ ପରିମିତ ଭୂମି ହିଁ ଦେଲେ ନାହିଁ, ପୁଣି, ସେତେବେଳେ ତାହାଙ୍କର ସନ୍ତାନ ନ ଥିଲେ ସୁଦ୍ଧା ସେ ତାହାଙ୍କୁ ଓ ତାହାଙ୍କ ଭବିଷ୍ୟଦ ବଂଶଧରକୁ ତାହା ଅଧିକାର କରିବା ନିମନ୍ତେ ଦେବେ ବୋଲି ପ୍ରତିଜ୍ଞା କଲେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN