ORV
24. ତୁମ୍ଭେମାନେ ଉଠ ଓ ଯାତ୍ରା କରି ଅର୍ଣ୍ଣୋନ୍ ଉପତ୍ୟକା ପାର ହୁଅ; ଦେଖ, ଆମ୍ଭେ ହିଷ୍ବୋନର ରାଜା ଇମୋରୀୟ ସୀହୋନକୁ ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କଲୁ; ତାହା ଅଧିକାର କରିବାକୁ ଆରମ୍ଭ କର ଓ ତାହା ସଙ୍ଗେ ଯୁଦ୍ଧ ଲଗାଅ ।
IRVOR
24. “ତୁମ୍ଭେମାନେ ଉଠ ଓ ଯାତ୍ରା କରି ଅର୍ଣ୍ଣୋନ ଉପତ୍ୟକା ପାର ହୁଅ; ଦେଖ, ଆମ୍ଭେ ହିଷ୍ବୋନର ରାଜା ଇମୋରୀୟ ସୀହୋନକୁ ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କରିଅଛୁ; ତାହା ଅଧିକାର କରିବାକୁ ଆରମ୍ଭ କର ଓ ତାହା ସଙ୍ଗେ ଯୁଦ୍ଧ କର।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN