ORV
25. ତୁମ୍ଭେମାନେ ସେମାନଙ୍କ ଦେବଗଣର ଖୋଦିତ ପ୍ରତିମାସକଳ ଅଗ୍ନିରେ ଦଗ୍ଧ କରିବ; ତୁମ୍ଭେ ଯେପରି ଫାନ୍ଦରେ ନ ପଡ଼ିବ, ଏଥିପାଇଁ ସେସବୁରେ ଥିବା ରୂପା କି ସୁନା ପ୍ରତି ଲୋଭ କରିବ ନାହିଁ, କିଅବା ଆପଣା ନିମନ୍ତେ ତାହା ଗ୍ରହଣ କରିବ ନାହିଁ, କାରଣ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କର ଘୃଣିତ ବସ୍ତୁ;
IRVOR
25. ତୁମ୍ଭେମାନେ ସେମାନଙ୍କ ଦେବଗଣର ଖୋଦିତ ପ୍ରତିମାସକଳ ଅଗ୍ନିରେ ଦଗ୍ଧ କରିବ; ତୁମ୍ଭେ ଯେପରି ଫାନ୍ଦରେ ନ ପଡ଼ିବ, ଏଥିପାଇଁ ସେହିସବୁରେ ଥିବା ରୂପା କି ସୁନା ପ୍ରତି ଲୋଭ କରିବ ନାହିଁ, କିଅବା ଆପଣା ନିମନ୍ତେ ତାହା ଗ୍ରହଣ କରିବ ନାହିଁ, କାରଣ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଘୃଣିତ ବସ୍ତୁ;
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN