ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ORV
1. ଏଉତ୍ତାରୁ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, ତୁମ୍ଭେ ଆପଣା ଦେଶ ଓ ଜ୍ଞାତି କୁଟୁମ୍ଵ ଓ ପୈତୃକ ଗୃହ ପରିତ୍ୟାଗ କରି, ଆମ୍ଭେ ଯେଉଁ ଦେଶ ତୁମ୍ଭକୁ ଦେଖାଇବା, ସେହି ଦେଶକୁ ଯାଅ ।

IRVOR
1. ଏଥିଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭେ ଆପଣା ଦେଶ ଓ ଜ୍ଞାତି କୁଟୁମ୍ବ ଓ ପୈତୃକ ଗୃହ ପରିତ୍ୟାଗ କରି, ଆମ୍ଭେ ଯେଉଁ ଦେଶ ତୁମ୍ଭକୁ ଦେଖାଇବା, ସେହି ଦେଶକୁ ଯାଅ।





History

No History Found

Total Verses, Current Verse 1 of Total Verses 0
  • ଏଉତ୍ତାରୁ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, ତୁମ୍ଭେ ଆପଣା ଦେଶ ଓ ଜ୍ଞାତି କୁଟୁମ୍ଵ ଓ ପୈତୃକ ଗୃହ ପରିତ୍ୟାଗ କରି, ଆମ୍ଭେ ଯେଉଁ ଦେଶ ତୁମ୍ଭକୁ ଦେଖାଇବା, ସେହି ଦେଶକୁ ଯାଅ ।
  • IRVOR

    ଏଥିଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭେ ଆପଣା ଦେଶ ଓ ଜ୍ଞାତି କୁଟୁମ୍ବ ଓ ପୈତୃକ ଗୃହ ପରିତ୍ୟାଗ କରି, ଆମ୍ଭେ ଯେଉଁ ଦେଶ ତୁମ୍ଭକୁ ଦେଖାଇବା, ସେହି ଦେଶକୁ ଯାଅ।
Total Verses, Current Verse 1 of Total Verses 0
×

Alert

×

oriya Letters Keypad References