ORV
10. ସଦାପ୍ରଭୁ ଏହି ଲୋକମାନଙ୍କ ବିଷୟରେ ଏହି କଥା କହନ୍ତି, ସେମାନେ ଏହି ପ୍ରକାର ଭ୍ରମଣ କରିବାକୁ ଭଲ ପାଇଅଛନ୍ତି; ସେମାନେ ଆପଣା ଆପଣା ଚରଣକୁ ଅଟକାଇ ନାହାନ୍ତି; ଏହେତୁ ସଦାପ୍ରଭୁ ସେମାନଙ୍କୁ ଗ୍ରାହ୍ୟ କରନ୍ତି ନାହିଁ; ସେ ଏବେ ସେମାନଙ୍କ ଅଧର୍ମ ସ୍ମରଣ କରିବେ ଓ ସେମାନଙ୍କର ସମସ୍ତ ପାପର ପ୍ରତିଫଳ ଦେବେ ।
IRVOR
10. ସଦାପ୍ରଭୁ ଏହି ଲୋକମାନଙ୍କ ବିଷୟରେ ଏହି କଥା କହନ୍ତି, “ସେମାନେ ଏହି ପ୍ରକାର ଭ୍ରମଣ କରିବାକୁ ଭଲ ପାଇଅଛନ୍ତି; ସେମାନେ ଆପଣା ଆପଣା ଚରଣକୁ ଅଟକାଇ ନାହାନ୍ତି; ଏହେତୁ ସଦାପ୍ରଭୁ ସେମାନଙ୍କୁ ଗ୍ରାହ୍ୟ କରନ୍ତି ନାହିଁ; ସେ ଏବେ ସେମାନଙ୍କ ଅଧର୍ମ ସ୍ମରଣ କରିବେ ଓ ସେମାନଙ୍କର ସମସ୍ତ ପାପର ପ୍ରତିଫଳ ଦେବେ।”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN