ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିରିମିୟ
ORV
19. ଯିହୁଦାର ରାଜା ହିଜକୀୟ ଓ ଯିହୁଦାର ଲୋକ-ସମସ୍ତେ କʼଣ ତାହାକୁ କୌଣସିମତେ ବଧ କରିଥିଲେ? ହିଜକୀୟ କʼଣ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ ନାହିଁ? ତହିଁରେ ସଦାପ୍ରଭୁ ସେମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ କʼଣ କ୍ଷା; ନୋହିଲେ? ଆମ୍ଭେମାନେ ଆପଣା ଆପଣା ପ୍ରାଣର ପ୍ରତିକୂଳରେ ଭାରୀ ଅମଙ୍ଗଳ କରୁଅଛୁ ।

IRVOR
19. ଯିହୁଦାର ରାଜା ହିଜକୀୟ ଓ ଯିହୁଦାର ଲୋକ ସମସ୍ତେ କ’ଣ ତାହାଙ୍କୁ କୌଣସିମତେ ବଧ କରିଥିଲେ ? ହିଜକୀୟ କ’ଣ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ ନାହିଁ ? ତହିଁରେ ସଦାପ୍ରଭୁ ସେମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ କ’ଣ କ୍ଷାନ୍ତ ନୋହିଲେ ? ଆମ୍ଭେମାନେ ଆପଣା ଆପଣା ପ୍ରାଣର ପ୍ରତିକୂଳରେ ଭାରୀ ଅମଙ୍ଗଳ କରୁଅଛୁ।



KJV

AMP

KJVP

YLT

ASV

WEB

NASB

ESV

RV

RSV

NKJV

MKJV

AKJV

NRSV

NIV

NIRV

NLT

MSG

GNB

NET

ERVEN



Notes

No Verse Added

Total 24 Verses, Current Verse 19 of Total Verses 24
  • ଯିହୁଦାର ରାଜା ହିଜକୀୟ ଓ ଯିହୁଦାର ଲୋକ-ସମସ୍ତେ କʼଣ ତାହାକୁ କୌଣସିମତେ ବଧ କରିଥିଲେ? ହିଜକୀୟ କʼଣ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ ନାହିଁ? ତହିଁରେ ସଦାପ୍ରଭୁ ସେମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ କʼଣ କ୍ଷା; ନୋହିଲେ? ଆମ୍ଭେମାନେ ଆପଣା ଆପଣା ପ୍ରାଣର ପ୍ରତିକୂଳରେ ଭାରୀ ଅମଙ୍ଗଳ କରୁଅଛୁ ।
  • IRVOR

    ଯିହୁଦାର ରାଜା ହିଜକୀୟ ଓ ଯିହୁଦାର ଲୋକ ସମସ୍ତେ କ’ଣ ତାହାଙ୍କୁ କୌଣସିମତେ ବଧ କରିଥିଲେ ? ହିଜକୀୟ କ’ଣ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ ନାହିଁ ? ତହିଁରେ ସଦାପ୍ରଭୁ ସେମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ କ’ଣ କ୍ଷାନ୍ତ ନୋହିଲେ ? ଆମ୍ଭେମାନେ ଆପଣା ଆପଣା ପ୍ରାଣର ପ୍ରତିକୂଳରେ ଭାରୀ ଅମଙ୍ଗଳ କରୁଅଛୁ।
Total 24 Verses, Current Verse 19 of Total Verses 24
×

Alert

×

oriya Letters Keypad References